ଆଜିର ଖବର ଗୋପାଳପୁର ଗ୍ରାମପଞ୍ଚାୟତରେ ତାଲା ପକାଇ ଧାରଣା ବସିଲେ ଯୋଗ୍ୟ ହିତାଧିକାରୀ ରଣପୁର: ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଗୋପାଳପୁର ଗ୍ରାମପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କ ନାମ ନଥିବାରୁ ଅସନ୍ତୋଷର ବାତାବରଣ ଖେଳି ଯାଇଛି। କିଛି ଦିନ…