ଜାତୀୟ ଖବର ପ୍ରାୟ ୧୦ ହଜାର କୋଟିର ବିଭିନ୍ନ ପରିମଳ ଓ ସ୍ୱଚ୍ଛତା ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସ୍ୱଚ୍ଛ ଭାରତ ମିଶନ ଶୁଭାରମ୍ଭର ୧୦ ବର୍ଷ ପୂର୍ତ୍ତି ଅବସରରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଅକ୍ଟୋବର ୨ ତାରିଖ ୧୫୫ତମ…