ଗ୍ରାମ୍ୟ ସାଧନ କର୍ମୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀ (Village Resource Persons) ମାନଙ୍କର ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ।…