ଆଜିର ଖବର ଦର ଦାମ ବୃଦ୍ଧିକୁ ନେଇ ବାଣପୁରରେ ପ୍ରତିବାଦ: କେନ୍ଦ୍ର ସରକାର ବିରୋଧରେ ବର୍ଷିଲେ କଂଗ୍ରେସ ବିଧାୟକ ସୁର ରାଉତରାୟ ସୀତାରାମ ଅଗ୍ରୱାଲ ବାଣପୁର: ଅତ୍ୟାବଶ୍ୟକୀ ସାମଗ୍ରୀର ଦରଦାମ ବୃଦ୍ଧି ପ୍ରତିବାଦରେ ଓଡ଼ିଶାର ସମସ୍ତ ବ୍ଲକ/ସହରାଞ୍ଚଳରେ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ ଜାରି ରଖିଛି। ଏହି ପରିପ୍ରେକ୍ଷୀରେ ଆଜି ଖୋର୍ଦ୍ଧା…