ଆଜିର ଖବର ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ୍ ଅନ୍ତର୍ଗତ ନାଏକପଡ଼ା ଗ୍ରାମରେ ରବିବାର ଏକ ଅଭାବନୀୟ ଅଘଟଣ ଘଟିଛି। ଘରର କାନ୍ଥ ହଠାତ୍ ଭୁଶୁଡ଼ି ପଡ଼ିବାରୁ ଜଣେ ବୃଦ୍ଧଙ୍କ…