ଘରୋଇ କଲେଜ

ଭୁବନେଶ୍ବର: ଆଜି ଆଉ ଏକ ଘରୋଇ ଶିକ୍ଷାନୁଷ୍ଠାନରୁ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ପ୍ରଗତି କଲେଜରେ ୩୨ ଛାତ୍ରଛାତ୍ରୀ କରୋନାରେ ସଂକ୍ରମିତ…