ନିର୍ବାଚନ ଖବର ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି ଭୁବନେଶ୍ଵର: ନୂଆପଡା ବିଧାନସଭା ଆସନ ପାଇଁ ଭୋଟ ଗଣତି ଜାରି ରହିଛି। ୧୫ ରାଉଣ୍ଡ ଗଣତିରେ ଶାସକ ଦଳ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଅଛନ୍ତି। ପ୍ରଥମ…