ଆଜିର ଖବର ୩ରୁ ୪ ସପ୍ତାହ ଅଧ୍ୟରେ ସଂକ୍ରମଣ ବଢିବା ଆଶଙ୍କା ରହିଛି: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଭୁବନେଶ୍ଵର: ଦେଶରେ ପୁଣିଥରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି। ଅନ୍ୟ ରାଜ୍ୟ ଅପେକ୍ଷା ରାଜଧାନୀ ଦିଲ୍ଲୀରେ କୋରୋନା ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି।…