ଚମ୍ପା ରାସ୍‌ପେଦା

ଭୁବନେଶ୍ବର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମାଲକାନଗିରି ଦିଦାୟୀ ସମ୍ପ୍ରଦାୟର କୁମାରୀ ଚମ୍ପା…