ଚଳନ୍ତା ବସ

ଅନୁଗୁଳ: ଅନୁଗୁଳ ଜିଲ୍ଲାର ପାଲଲହଡ଼ା ଅଞ୍ଚଳରେ ଆଜି ଏକ ବଡ଼ ଅଘଟଣ ଅଳ୍ପକେ ଟଳିଯାଇଛି। ରାଉରକେଲାରୁ ପାରାଦୀପ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରେ ହଠାତ୍ ନିଆଁ ଲାଗିଯାଇଥିଲା।…