ଚ଼ିଲିକା ପଞ୍ଚାୟତ ସମିତି

ବାଲୁଗାଁ: ଆଜି ପୂର୍ବାହ୍ନରେ ଚ଼ିଲିକା ବ୍ଲକ ସଭାଗୃହରେ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ଅଧ୍ୟକ୍ଷତାରେ ଚ଼ିଲିକା ପଞ୍ଚାୟତ ସମିତିର ଷଷ୍ଠ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଅଧିବେଶନରେ…