ଜାତୀୟ ଖବର ପିପିଲିରେ ଚାନ୍ଦୁଆ ହସ୍ତଶିଳ୍ପ ହବ୍ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ନିର୍ମାଣ ହେବ ୫ ମହଲା ଚାନ୍ଦୁଆ ବଜାର ଭୁବନେଶ୍ବର: ଓଡ଼ିଶାର କଳା, ଐତିହ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପ୍ରତୀକ ପିପିଲି ଚାନ୍ଦୁଆ ଶିଳ୍ପର ବିକାଶ ପାଇଁ ଆଜି ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ସୃଷ୍ଟି ହୋଇଛି।…