ଚାରଣ ରାମଦାସ

ଭୁବନେଶ୍ବର, ପ୍ରଖ୍ୟାତ ପ୍ରବଚକ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ଚାରଣ ରାମଦାସଙ୍କର କରୋନାରେ ପରଲୋକ ହୋଇଛି। ସେ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।…