ଅପରାଧ ଖୋର୍ଦ୍ଧାରୁ ୫ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ କଲା ଟାଉନ ଥାନା ପୋଲିସ, ଚାରି ଗିରଫ ଖୋର୍ଦ୍ଧା: ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ ସୁଗାର କାରବାର ବଢୁଥିବା ବେଳେ ଏହାକୁ ରୋକିବା ପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଛି। ତେବେ ଆଜି ଖୋର୍ଦ୍ଧା…