ଆଜିର ଖବର ଏଗାର କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଷି ମୃତ ହେମାଙ୍ଗ ପ୍ରସାଦ ରାଉଳ ବ୍ରହ୍ମପୁର: ରମ୍ଭା ଥାନା ଅନ୍ତର୍ଗତ ପାଣିବନ୍ଧ ଗ୍ରାମର ଚାଷୀ ସୁବାସ ମହାପାତ୍ର (୫୬) ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି।…