ଚିନ୍ତାରେ ପ୍ରକୃତିପ୍ରେମୀ

ସୀତାରାମ ଅଗ୍ରୱାଲ ଚିଲିକା: ବିଗତ ପନ୍ଦର ଦିନ ମଧ୍ୟରେ ବିଶ୍ଵପ୍ରସିଦ୍ଧ ଚିଲିକା ହ୍ରଦରୁ ପକ୍ଷୀ ଶିକାର କରି ଏକାଧିକ ଶିକାରୀ ଗିରଫ ହୋଇଛନ୍ତି। ତଥାପି କମୁନି ପକ୍ଷୀଶିକାର।…