ଆଜିର ଖବର ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଚୋରା ବାଲି ମହଜୁଦ ଡିପୋରେ ଚଢ଼ାଉ: ଜବତ ହେଲା ଶତାଧିକ ଟ୍ରକର ବାଲି ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମ ପୁର ରୁଷିକୁଲ୍ୟା ନଦୀ ତଟରେ ଅବସ୍ଥିତ ରଣଝାଲି ମୁକୁନ୍ଦପୁର ଗ୍ରାମ ଓ ଜଗନ୍ନାଥ ପୁର ପଞ୍ଚାୟତ ଅନ୍ତର୍ଗତ…