ଛତ୍ରପୁର ଆଶ୍ରମ ବିଦ୍ୟାଳୟ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ଗୋଗୁଆ ପଂଚାୟତ ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ପ୍ରଧାନଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି।…