ଅପରାଧ ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ଆୟୋଜିତ ହେଉଥିବା ଦଣ୍ଡ ନାଚ ନେଇ ଏକ ଏସଓପି ଜାରି କରାଯାଇଛି। ଏସଓପି ଜାରି କରିବାର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅଶ୍ଳୀଳତା ବନ୍ଦ…