ଆଜିର ଖବର ମଧ୍ୟାହ୍ନ ଭୋଜନ ଖାଇ ୩୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ଭୁବନେଶ୍ଵର: ଦାରିଙ୍ଗିବାଡି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୩୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ମେଡ଼ିକାଲରେ ଚିକିତ୍ସା ହେଉଥିବା ଜଣାପଡିଛି।…