ଆଜିର ଖବର ଛାଡ଼ିଲେ ହିଂସା: ମୁଖ୍ୟ ସ୍ରୋତରେ ସାମିଲ ହେବା ଲାଗି ଆତ୍ମସମର୍ପଣ କଲେ ୧୪ ମାଓବାଦୀ ମାଲକାନଗିରି: ମାଲକାନାଗିରିର ସୀମାନ୍ତ ଛତିଶିଗଡର ଦନ୍ତେୱାଡାରେ ୧୪ ଜଣ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏନେଇ ଦନ୍ତେୱାଡା ଏସ ପି ଅଭିଷେକ ପଲ୍ଲବ ସୂଚନା ଦେଇଛନ୍ତି। ଏହା…