ଆଜିର ଖବର ପୁରୀ ବେଳାଭୂମିରେ ବାଲିର ଜଗନ୍ନାଥ ନିର୍ମାଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ, ଗୋଟିଏ ପଟେ ଘଡଘଡ ନାଦ କରି ପୁରୀ ବଡଦାଣ୍ଡରେ ରଥ ଗଡୁଥିବା ବେଳେ ଅନ୍ୟପଟେ ସମୁଦ୍ର ଗର୍ଜନ ଭକ୍ତଙ୍କୁ ବିମୋହିତ କରିବା କଥା। ହେଲେ କୋଭିଡ19…