ଅପରାଧ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଯୁବକକୁ ଧରିଲେ ବନ କର୍ମଚାରୀ ବାରିପଦା: ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଜଣଙ୍କୁ ଧରିଛି ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡର ଦୁଧିଆଣି ରେଞ୍ଜ ଅଧୀନ ବାଦାମପାହାଡ଼ ସଂରକ୍ଷିତ ଜଙ୍ଗଲରେ ନିଆଁ…