ଆଜିର ଖବର ଜନ ଔଷଧି ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ଜନଔଷଧି ଦିବସ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଦ୍ୱାରା ସକାରାତ୍ମକ ଭାବେ ଉପକୃତ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।…