ଆଜିର ଖବର ମାନେଶ୍ୱର ବ୍ଲକ ରେ ‘ଏକ୍ ପେଡ୍ ମା କେ ନାମ୍’ କାର୍ଯ୍ୟକ୍ରମ ସମ୍ବଲପୁର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ସମ୍ବଲପୁର କ୍ଷେତ୍ରୀୟ ଶାଖା ତରଫରୁ ଆଜି ସ୍ଥାନୀୟ ମାନ୍ଧାତା ବାବା ଉଚ୍ଚତର…