ଆଜିର ଖବର ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଶିକ୍ଷକ ଅଧ୍ୟକ୍ଷଙ୍କ ଦକ୍ଷତା ବିକାଶ କର୍ମଶାଳା ଭୁବନେଶ୍ୱର: ଜନଜାତି ବ୍ୟାପାର ମନ୍ତ୍ରାଳୟର ଏକ ସ୍ୱୟଂଶାସିତ ଅନୁଷ୍ଠାନ, ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ଜାତୀୟ ଶିକ୍ଷା ସିମିତି (NESTS) ଏବଂ ଭାରତୀୟ ଜନସ୍ୱାସ୍ଥ୍ୟ ଫାଉଣ୍ଡେସନ (PHFI) ମିଳିତ…