ଆଜିର ଖବର ସୋଆ ପକ୍ଷରୁ ପଠାଣି ସାମନ୍ତଙ୍କ ୧୯୦ତମ ଜନ୍ମଜୟନ୍ତୀ ପାଳିତ ଭୁବନେଶ୍ୱର: ବିଶ୍ୱବିଖ୍ୟାତ ଜ୍ୟୋତିର୍ବିଜ୍ଞାନୀ ପଠାଣି ସାମନ୍ତଙ୍କର ୧୯୦ ତମ ଜନ୍ମଜୟନ୍ତୀ ସୋମବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟରେ ମହାସମାରୋହରେ ପାଳିତ ହୋଇଯାଇଛି। ସାରା ବିଶ୍ୱରେ ବିଶିଷ୍ଟ…