ଅପରାଧ ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଆରଆଇ ଓ ଏଆରଆଇ ଭୁବନେଶ୍ବର: ଚାଷ ଜମିର କିସମ ପରିବର୍ତ୍ତନ କରିଦେବା ପାଇଁ ଆବେଦନକାରୀଙ୍କ ଠାରୁ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ପିପିଲି ତହସିଲ…