ଅପରାଧ ଜମ୍ମୁ କାଶ୍ମୀରରେ ଏନକାଉଣ୍ଟର: ଜଣେ ଆତଙ୍କବାଦୀ ନିହତ, ତଦନ୍ତ ଅଭିଯାନ ଜାରି ଜମ୍ମୁ: ଆଜି ଜମ୍ମୁ କାଶ୍ମୀରର ଅବନ୍ତିପୋରା ପାମ୍ପୋର ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟରରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ…