‘ଜଳ ମହୋତ୍ସବ ୨୦୨୬

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ‘ଜଳ ମହୋତ୍ସବ ୨୦୨୬’ କାର୍ଯ୍ୟକ୍ରମରେ ଯୋଗଦେଇ ଏହାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ, ଭାରତରେ ଜଳ କେବଳ ଏକ ମୌଳିକ…