ଆଜିର ଖବର ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ କଟକ: ଆଉ ମାତ୍ର ତିନି ମାସ। ପୁଣି ଜମିବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଐତିହାସିକ…