ବିଶେଷ ଖବର ଜଳଭଣ୍ଡାରଗୁଡ଼ିକରୁ କେଜ କଲଚର ଦ୍ବାରା ବର୍ଷକୁ ୧ ଲକ୍ଷ ୨୫ ହଜାର ଟନ ମାଛ ଉତ୍ପାଦନ ଲକ୍ଷ୍ୟ ଭୁବନେଶ୍ୱର, କେଜ କଲଚର ମାଧ୍ୟମରେ ରାଜ୍ୟର ଜଳଭଣ୍ଡାରରେ ମାଛଚାଷର ପର୍ଯ୍ୟାପ୍ତ ସୁଯୋଗ ରହିଛି । ସଂପ୍ରତି କେଜ କଲଚରକୁ ଜଳଭଣ୍ଡାରରେ ମାଛଚାଷର ଭବିଷ୍ୟତ ବୋଲି ବିବେଚନା କରାଯାଉଛି…