ଆଜିର ଖବର ପୁଣି ନକଲି ସାମଗ୍ରୀ ଜବତ: ବାଲେଶ୍ବରରୁ ମିଳିଲା ୧୦ ଲକ୍ଷ ଟଙ୍କାର ନକଲି ଜର୍ଦ୍ଦା ଭୁବନେଶ୍ବର: ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଅଞ୍ଚଳରୁ ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ ହୋଇଛି। ଜଳେଶ୍ଵର ଥାନା ଅନ୍ତର୍ଗତ ରାଜପୁର ଓ ଷ୍ଟେସନ ବଜାରରୁ ଏହି ସବୁ…