ଜାତୀୟ ଖବର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି କଣ କଥା ହେଲେ ସାଂସଦ ଅପରାଜିତା ଷଡଙ୍ଗୀ ଭୁବନେଶ୍ବର: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଶନିବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ସେ ଲୋକସେବା ଭବନ ଯାଇ ସେଠାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା…