ଆଜିର ଖବର ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଭଣ୍ଡାରାସ୍ଥିତ ହସ୍ପିଟାଲରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ…