ଜାତୀୟ ଖବର ଅଷ୍ଟମ ଜାତୀୟ ସୁରକ୍ଷା ରଣନୀତି ସମ୍ମିଳନୀକୁ ସମ୍ବୋଧିତ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀ: ଅଷ୍ଟମ ଜାତୀୟ ସୁରକ୍ଷା ରଣନୀତି ସମ୍ମିଳନୀ/ଏନ୍ଏସ୍ଏସସି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଅଭିଭାଷଣ ସହିତ ସମାପ୍ତ ହୋଇଛି। କାର୍ଗିଲ…