ଆଜିର ଖବର ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିୟନଶିପ୍ର ଫାଇନାଲରେ ପହଞ୍ଚିଲେ ନୀରଜ ଚୋପ୍ରା: ୮୮ ମିଟର ଫିଙ୍ଗିଲେ ଜାଭେଲିନ୍ ନୂଆଦିଲ୍ଲୀ: ଅଲିମ୍ପିକ୍ ଚାମ୍ପିଅନ୍ ନୀରଜ ଚୋପ୍ରା ପ୍ରଥମ ଥର ପାଇଁ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ୍ ର ଜାଭେଲିନ୍ ଥ୍ରୋ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଆମେରିକାରେ ଚାଲିଥିବା…