ଆଜିର ଖବର ଶଗଡ଼ପଟା ଓ ଟାଙ୍ଗିରିଆପାଳ ମଧ୍ୟରେ ଦୋହରୀକରଣ ଲାଇନରେ ଟ୍ରେନ ଚଳାଚଳ ପାଇଁ କାର୍ଯ୍ୟକ୍ଷମ ଭୁବନେଶ୍ଵର: ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ଙ୍କ ଦ୍ୱାରା ଅନୁମୋଦନ ପରେ ମାର୍ଚ୍ଚ ମାସ ୩ ତାରିଖ ଠାରୁ ଜାରୋଲି-ଯଖପୁରା ସୁପର କ୍ରିଟିକାଲ ଦୋହରୀକରଣ ପ୍ରକଳ୍ପର ଶଗଡ଼ପଟା…