ଆଜିର ଖବର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରରେ ଜି-୨ଠ ଜନଭାଗିଦାରୀ କାର୍ଯ୍ୟକ୍ରମ ଭୁବନେଶ୍ଵର: ଚଳିତ ବର୍ଷ ଜି-୨୦ରେ ଭାରତର ଅଧ୍ୟକ୍ଷତା ଅବସରରେ କେନ୍ଦ୍ର ସରକାର ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଇଛନ୍ତି। ସ୍ଥାନୀୟ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ଅଗ୍ରଣୀ ପ୍ରତିଷ୍ଠାନ…