ରାଜ୍ୟ ଖବର ‘ମୋ ଖତ’ ‘ଜିଆ ଖତ’ କୁ ଗୁରୁତ୍ବ ଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ବର: କୃଷି କ୍ଷେତ୍ରରେ ଜୈବିକ କୃଷି ଉପାଦାନର ବ୍ୟବହାରକୁ ବୃଦ୍ଧି କରି ରାସାୟନିକ ସାର ବ୍ୟବହାରକୁ ସନ୍ତୁଳିତ କରିବାକୁ ରାଜ୍ୟ ସରକାର ଗୁରୁତ୍ୱ ପ୍ରଦାନ କରୁଛନ୍ତି ।…