ଆଜିର ଖବର ଜିଓ କ୍ଲାଉଡ୍ ପିସି ଘରେଥିବା ଟିଭିକୁ କମ୍ପ୍ୟୁଟରରେ ପରିଣତ କରିବ ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଏକ ଟେକ୍ନୋଲୋଜି ପ୍ରଦର୍ଶନ କରିଛି ଯାହା ଘରର ସ୍ମାର୍ଟ ଟିଭିଗୁଡ଼ିକୁ ସହଜରେ କମ୍ପ୍ୟୁଟରରେ ପରିଣତ କରିପାରିବ।…