ଅନ୍ତରାଷ୍ଟ୍ରୀୟ ଡାଇମଣ୍ଡ ଲିଗରେ ଇତିହାସ ସୃଷ୍ଟି କଲେ ନୀରଜ ଚୋପ୍ରା, ପ୍ରଥମ ଭାରତୀୟ ଭାବେ ଜିତିଲେ ଫାଇନାଲ ନୂଆଦିଲ୍ଲୀ: ଭାରତର ତାରକା ଜାଭେଲିନ୍ ଖେଳାଳି ଏବଂ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ନୀରଜ ଚୋପ୍ରା ଆଉ ଏକ ଇତିହାସ ସୃଷ୍ଟି କରିଛନ୍ତି। ନୀରଜ ଚୋପ୍ରା ମଧ୍ୟ…