ଆଜିର ଖବର ପମ୍ପଡ଼ା ପ୍ରାଥମିକ ବିଦ୍ୟାଳୟ ଓ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନରେ ବିଶେଷଜ୍ଞ ଦଳର ସମୀକ୍ଷା ରଣପୁର: ରଣପୁର ବ୍ଲକ ଅନ୍ତର୍ଗତ ପମ୍ପଡ଼ା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷାଦାନ-ଶିକ୍ଷଣ ପ୍ରକ୍ରିୟା ଓ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ (FLN) କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି…