ରାଜ୍ୟ ଖବର ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ ଭୁବନେଶ୍ବର: ଆଜି ବିଜୁ ଜନତା ଦଳରେ ସାମିଲ ହୋଇଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି। ସେ ଦୀର୍ଘ ବର୍ଷ ପରେ ପୁଣି ଦଳକୁ…