ଜୁଏଲ ଓରାମଙ୍କ ଜନ୍ମଦିନ

ଭୁବନେଶ୍ବର: ଆଜି ହେଉଛି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମଙ୍କ ଜନ୍ମ ଦିନ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି।…