ଆଜିର ଖବର ‘ଇଗ୍ନୋ’ ରେ ଜୁଲାଇ ୨୦୨୬ ଶିକ୍ଷା ସତ୍ର ପାଇଁ ନୁତନ ନାମଲେଖା ଓ ପୁନଃ ପଂଜିକରଣ ଆରମ୍ଭ ଭୁବନେଶ୍ଵର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୬ ଶିକ୍ଷା ସତ୍ର ପାଇଁ ନୁତନ ନାମଲେଖା ଏବଂ ପୁନଃ ପଂଜିକରଣ ପ୍ରକ୍ରିୟା ର ଆରମ୍ଭ ଘୋଷଣା କରାଯାଇଛି।…