ଜାତୀୟ ଖବର ‘ମୋତେ ଗିରଫ କର’: ବିଜେପିକୁ ଚ୍ୟାଲେଞ୍ଜ କଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କଲିକତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ଦଳ ତୃଣମୂଳ କଂଗ୍ରେସ (ଟିଏମସି) ଉପରେ ଲାଗିଥିବା ଦୁର୍ନୀତି ଅଭିଯୋଗକୁ ନେଇ ବିଜେପି ଉପରେ ଜୋରଦାର ଆକ୍ରମଣ କରିଛନ୍ତି।…