ଆଜିର ଖବର କେଦାରନାଥ ମନ୍ଦିର ନିର୍ମାଣକୁ ନେଇ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ, ଏଭଳି ଉଠାଇଲେ ପ୍ରଶ୍ନ ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ କେଦାରନାଥ ମନ୍ଦିର ନିର୍ମାଣକୁ ନେଇ ଜ୍ୟୋତିଷ ପୀଠର ଶଙ୍କରାଚାର୍ଯ୍ୟ ସ୍ଵାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀଙ୍କ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ ସାମ୍ବାଦିକମାନଙ୍କୁ…