ବିଶେଷ ଖବର ରାଜ୍ୟରେ ଝାଡାବାନ୍ତି ସ୍ଥିତି ନେଇ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, ଦେଲେ ଏହି ନିର୍ଦ୍ଦେଶ ଭୁବନେଶ୍ବର: ରାଜ୍ୟରେ ଦେଖାଦେଇଥିବା ଝାଡାବାନ୍ତି ନେଇ ଆଜି ମୁଖ୍ୟଶାସନ ସଚିବ ସମୀକ୍ଷା ବୈଠକ କରିଛନ୍ତି। ଏଥିରେ ସେ ଗ୍ରାମ ଓ ୱାର୍ଡ ରୁ କମ୍ୟୁନିଟି ହେଲଥ୍ ସେଣ୍ଟର,…