ଆଜିର ଖବର ଝାନ୍ସୀ–ଖୋର୍ଦ୍ଧା ରୋଡ୍ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ସେବାର ସମ୍ପ୍ରସାରଣ ଭୁବନେଶ୍ୱର: ଆଗାମୀ ପର୍ବପର୍ବାଣୀ ଏବଂ ଛୁଟିଦିନ ସମୟରେ ଯାତ୍ରୀମାନଙ୍କ ଅତିରିକ୍ତ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଟ୍ରେନ୍ ନଂ. ୦୧୯୨୯/୦୧୯୩୦ ବୀରାଙ୍ଗନା ଲକ୍ଷ୍ମୀବାଇ ଝାନ୍ସୀ–ଖୋର୍ଦ୍ଧା…